President Droupadi Murmu: ଭୁବନେଶ୍ବରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କଟକ ଐତିହାସିକ ବାଲିଯାତ୍ରାର ଉଦଘାଟନ କରିବେ
Verified: 2 outlets have reported this story since Nov 24.
ଭୁବନେଶ୍ବର: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ତାଙ୍କୁ ବିମାନବନ୍ଦରରେ ରାଜ୍ୟପାଳ ବ୍ରଜ ମୋହନ ରାମ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରମୁଖ ସ୍ବାଗତ କରିଛନ୍ତି। ଏଥିପାଇଁ କମିସନରେଟ୍ ପୁଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ୪୮ପ୍ଲାଟୁନ୍ ଫୋର୍ସ ନିୟୋଜିତ କରାଯାଇଛି। ଏଥିପାଇଁ ୬ଜଣ ଡିସିପି, ୮ଜଣ ଅତିରିକ୍ତ ଡିସିପି, ୨୭ଜଣ ଏସିପି, ୫୫ଜଣ ଇନ୍ସପେକ୍ଟର ଓ ୧୭୦ଜଣ ଏସ୍‌ଆଇ ଓ ଏଏସ୍‌ଆଇ ନିୟୋଜିତ ହୋଇଛନ୍ତି। ସ୍ବତନ୍ତ୍ର କାର୍‌କେଡ୍‌ କର୍ଡନରେ କଟକର ଐତିହାସିକ ବାଲିଯାତ୍ରାକୁ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭାରତର ପ୍ରଥମ ନାଗରିକ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାଲିଯାତ୍ରାର…
How sure are we
Two or more outlets reported this story and its reliability score reached 65%, so WorldPulse marks it verified. That means more than one outlet says so, not that it is proven true.
Who reported it
- Nov 24, 2:26 AM UTCFirst reportଆଜିଠୁ କଟକ ବାଲିଯାତ୍ରା, ଉଦ୍ଘାଟନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁdharitri.com ↗
- Nov 24, 7:27 AM UTC+5 h· you’re reading thisPresident Droupadi Murmu: ଭୁବନେଶ୍ବରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କଟକ ଐତିହାସିକ ବାଲିଯାତ୍ରାର ଉଦଘାଟନ କରିବେsambad.in ↗
- Verified: a second independent outlet reported itNov 24, 7:27 AM UTC · +5 h
[Claude] Both reports cover the President Droupadi Murmu inauguration of the Cuttack Balijatra and do not contradict each other.
2h agoScore bands
What moves the score
Not in the score: AI checks and reader flags. Verified is separate: two or more independent outlets and a score of at least 65%.
High · How we score this