ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ମା’ ସାବିତ୍ରୀ ଦେବୀଙ୍କ ପରଲୋକ, ୯୧ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ
Verified: 2 outlets have reported this story since Nov 20.
ଲକ୍ଷ୍ନୌ,୨୦।୧୧: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ମାଆ ସାବିତ୍ରୀ ଦେବୀଙ୍କର ୯୧ ବର୍ଷ ବୟସରେ ଦେହାନ୍ତ ହୋଇଛି। ସେ ଉତ୍ତରାଖଣ୍ଡରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ମାଆଙ୍କ ଦେହାନ୍ତ ସମୟରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଲକ୍ଷ୍ନୌରେ ଏକ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବାରେ ବ୍ୟସ୍ତ ଥିଲେ। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଲକ୍ଷ୍ନୌରେ ଯୁବ ଏବଂ ମହିଳା ସଶକ୍ତିକରଣ ସମ୍ପର୍କିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ସେ ଯୁବକମାନଙ୍କୁ ଟାବଲେଟ ବଣ୍ଟନ କରୁଥିଲେ। ପ୍ରାରମ୍ଭିକ ସୂଚନା ଅନୁଯାୟୀ,…
How sure are we
Two or more outlets reported this story and its reliability score reached 65%, so WorldPulse marks it verified. That means more than one outlet says so, not that it is proven true.
Who reported it
- Nov 20, 7:43 AM UTCFirst report· you’re reading thisମୁଖ୍ୟମନ୍ତ୍ରୀ ଯୋଗୀଙ୍କ ମା’ ସାବିତ୍ରୀ ଦେବୀଙ୍କ ପରଲୋକ, ୯୧ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେdharitri.com ↗
- Nov 20, 9:55 AM UTC+2 hYogi Adityanath: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ମାତୃ ସାବିତ୍ରୀ ଦେବୀଙ୍କର ୯୧ ବର୍ଷରେ ପରଲୋକsambad.in ↗
- Verified: a second independent outlet reported itNov 20, 9:55 AM UTC · +2 h
[Claude] Both reports cover the death of Yogi Adityanath's mother Savitri Devi at age 91 in Uttarakhand, and they do not conflict on the facts.
54m agoScore bands
What moves the score
Not in the score: AI checks and reader flags. Verified is separate: two or more independent outlets and a score of at least 65%.
High · How we score this