Chief Minister: ଚାଷୀଙ୍କ ଦୁଃଖ ବୁଝିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଲକୁ ଯାଇ ଦେଖିଲେ ଫସଲ କ୍ଷୟକ୍ଷତି
Verified: 2 outlets have reported this story since Nov 23.
ଛତ୍ରପୁର: ସୋମବାର ଗଞ୍ଜାମ ଜିଲ୍ଲା ଗସ୍ତରେ ଆସିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବାତ୍ୟା ‘ଅର୍ଣ୍ଣବ’ ଓ ‘ଅକଭାନ’ର ପ୍ରଭାବରେ ଗଞ୍ଜାମ ଜିଲ୍ଲାର ବିଭିନ୍ନ ବ୍ଲକରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ଯୋଗୁଁ ବ୍ୟାପକ ଚାଷଜମି ଜଳମଗ୍ନ ହେବା ସହ ଚାଷୀମାନେ ବିପୁଳ କ୍ଷତିର ସମ୍ମୁଖୀନ ହୋଇଛନ୍ତି। ବନ୍ୟା ପରବର୍ତ୍ତୀ ସ୍ଥିତି, କ୍ଷୟକ୍ଷତିର ଆକଳନ, ରିଲିଫ୍ ବଣ୍ଟନ ଏବଂ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ସହ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ,ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ସ୍ୱତନ୍ତ୍ର…
How sure are we
Two or more outlets reported this story and its reliability score reached 65%, so WorldPulse marks it verified. That means more than one outlet says so, not that it is proven true.
Who reported it
- Nov 23, 8:05 AM UTCFirst report· you’re reading thisChief Minister: ଚାଷୀଙ୍କ ଦୁଃଖ ବୁଝିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଲକୁ ଯାଇ ଦେଖିଲେ ଫସଲ କ୍ଷୟକ୍ଷତିsambad.in ↗
- Nov 23, 8:14 AM UTC+9 minଗଞ୍ଜାମରେ ବାତ୍ୟା-ବନ୍ୟା କ୍ଷୟକ୍ଷତି ଦେଖିଲେ ମୁଖ୍ୟମନ୍ତ୍ରୀ, ଫସଲ ନଷ୍ଟର କଲେ ଅନୁଧ୍ୟାନdharitri.com ↗
- Verified: a second independent outlet reported itNov 23, 8:14 AM UTC · +9 min
- Nov 24, 2:16 AM UTC+18 hGanjam: ଗଞ୍ଜାମରେ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ଓ ବନ୍ୟା ସ୍ଥିତି ସମୀକ୍ଷା: ସପ୍ତାହକରେ ସରିବ କ୍ଷୟକ୍ଷତି ଆକଳନsambad.in (again) ↗
[Claude] Both reports cover the Chief Minister's visit to Ganjam to assess cyclone and flood crop damage, with no conflicting facts stated.
21h agoScore bands
What moves the score
Not in the score: AI checks and reader flags. Verified is separate: two or more independent outlets and a score of at least 65%.
High · How we score this