Balen Shah: ଆଜି ଭାରତ ଗସ୍ତରେ ଆସୁଛନ୍ତି ନେପାଳ ପ୍ରଧାନମନ୍ତ୍ରୀ ବାଲେନ୍ ଶାହ: ୨ ବିଲିୟନ ଡଲାରର ଆର୍ଥିକ ପ୍ୟାକେଜ୍ ଉପରେ ନଜର
Verified: 2 outlets have reported this story since Nov 22.
ନୂଆଦିଲ୍ଲୀ: ନେପାଳର ପ୍ରଧାନମନ୍ତ୍ରୀ ବାଲେନ୍ ଶାହ ରବିବାର ଦୁଇ ଦିନିଆ ରାଷ୍ଟ୍ରସ୍ତରୀୟ ଗସ୍ତରେ ଭାରତ ଆସୁଛନ୍ତି। ଗତ ମାର୍ଚ୍ଚ ମାସରେ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଏହା ତାଙ୍କର ପ୍ରଥମ ବିଦେଶ ତଥା ଭାରତ ଗସ୍ତ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ସେ ନୂଆଦିଲ୍ଲୀ ଆସୁଥିବା ବେଳେ ସୋମବାର ଉଭୟ ନେତାଙ୍କ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କର ସମୀକ୍ଷା ସହ ଆଞ୍ଚଳିକ ଓ ଅନ୍ତର୍ଜାତୀୟ ପ୍ରସଙ୍ଗରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ପ୍ରଦାନ କରାଯିବ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ସମ୍ମାନ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଭାରତର ‘ପଡ଼ୋଶୀ ପ୍ରଥମ’ ନୀତି ଅଧୀନରେ ଏହି ଗସ୍ତ ବେଶ୍ ଗୁରୁତ୍ୱପୂର୍ଣ୍ଣ। ବାଲେନ୍ ଶାହଙ୍କ ସହ ନେପାଳର ବୈଦେଶିକ ମନ୍ତ୍ରୀ ଶିଶିର ଖାନାଲ…
How sure are we
Two or more outlets reported this story and its reliability score reached 65%, so WorldPulse marks it verified. That means more than one outlet says so, not that it is proven true.
Who reported it
- Nov 22, 8:04 AM UTCFirst reportପ୍ରଥମ ଥର ଭାରତ ଆସୁଛନ୍ତି ନେପାଳୀ ପ୍ରଧାନମନ୍ତ୍ରୀ ବାଲେନ ଶାହ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବେdharitri.com ↗
- Nov 22, 9:14 AM UTC+1 h· you’re reading thisBalen Shah: ଆଜି ଭାରତ ଗସ୍ତରେ ଆସୁଛନ୍ତି ନେପାଳ ପ୍ରଧାନମନ୍ତ୍ରୀ ବାଲେନ୍ ଶାହ: ୨ ବିଲିୟନ ଡଲାରର ଆର୍ଥିକ ପ୍ୟାକେଜ୍ ଉପରେ ନଜରsambad.in ↗
- Verified: a second independent outlet reported itNov 22, 9:14 AM UTC · +1 h
[Claude] Report 2 covers the same visit of Nepal PM Balen Shah to India and meeting with Modi, with no conflicting facts.
7h agoScore bands
What moves the score
Not in the score: AI checks and reader flags. Verified is separate: two or more independent outlets and a score of at least 65%.
High · How we score this