Cyclone review: ବାତ୍ୟା ‘ଅକବାନ’ ପରବର୍ତ୍ତୀ ବନ୍ୟା ଓ କ୍ଷୟକ୍ଷତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
Verified: 2 outlets have reported this story since Nov 22.
ଛତ୍ରପୁର (ବସନ୍ତ ମହାରଣା): ବାତ୍ୟା ‘ଅର୍ଣ୍ଣବ’ ଓ ‘ଅକଭାନ’ର ପ୍ରଭାବରେ ଗଞ୍ଜାମ ଜିଲ୍ଲାର ବିଭିନ୍ନ ବ୍ଲକରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ଯୋଗୁଁ ବ୍ୟାପକ ଚାଷଜମି ଜଳମଗ୍ନ ହେବା ସହ ଚାଷୀମାନେ ବିପୁଳ କ୍ଷତିର ସମ୍ମୁଖୀନ ହୋଇଛନ୍ତି। ବନ୍ୟା ପରବର୍ତ୍ତୀ ସ୍ଥିତି, କ୍ଷୟକ୍ଷତିର ଆକଳନ, ରିଲିଫ୍ ବଣ୍ଟନ ଏବଂ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିବା ପାଇଁ ସୋମବାର ଗଞ୍ଜାମ ଜିଲ୍ଲା ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗସ୍ତ କାର୍ଯ୍ୟକ୍ରମ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଉଳଗାଁ ପଞ୍ଚାୟତର ଚାରିଛକଠାରେ ପହଞ୍ଚି ବାତ୍ୟା ଓ ବନ୍ୟାରେ କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିବେ। ବିଶେଷକରି ଜଳମଗ୍ନ ହୋଇଥିବା ଚାଷଜମି ବୁଲି ଦେଖିବା ସହ କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟିବେ। ଫସଲ ନଷ୍ଟ…
How sure are we
Two or more outlets reported this story and its reliability score reached 65%, so WorldPulse marks it verified. That means more than one outlet says so, not that it is proven true.
Who reported it
- Nov 22, 12:38 PM UTCFirst reportବାତ୍ୟା କ୍ଷୟକ୍ଷତି ଆକଳନ: ଗଞ୍ଜାମ ଗସ୍ତରେ ମୁଖ୍ୟମନ୍ତ୍ରୀdharitri.com ↗
- Nov 22, 4:43 PM UTC+4 h· you’re reading thisCyclone review: ବାତ୍ୟା ‘ଅକବାନ’ ପରବର୍ତ୍ତୀ ବନ୍ୟା ଓ କ୍ଷୟକ୍ଷତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀsambad.in ↗
- Severity rose to medium
- Verified: a second independent outlet reported itNov 22, 4:43 PM UTC · +4 h
No verification data yet
Checks run automatically as new sources are ingested.
Score bands
What moves the score
Not in the score: AI checks and reader flags. Verified is separate: two or more independent outlets and a score of at least 65%.
High · How we score this