Skip to main content
low geopoliticsVERIFIED

Rape: ପ୍ରେମ ଜାଲରେ ଫସାଇ ନାବାଳିକାଙ୍କୁ ଗର୍ଭବତୀ ଅଭିଯୋଗ, ଅଭିଯୁକ୍ତ ଗିରଫ

Verified: 2 outlets have reported this story since Nov 26.

🕐 11h ago·2 outlets

ବୈଶିଙ୍ଗା (ଦିପକ କୁମାର ସିଂହ): ନାବାଳିକାଙ୍କୁ ପ୍ରେମ ସମ୍ପର୍କରେ ଫସାଇ ତାଙ୍କ ସହ ବନ୍ଧୁତା ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ତାଙ୍କୁ ଗର୍ଭବତୀ କରିଥିବା ଅଭିଯୋଗରେ ଜଣେ ୨୬ ବର୍ଷୀୟ ଯୁବକଙ୍କୁ ବୈଶିଙ୍ଗା ପୁଲିସ ଗିରଫ କରିଛି। ଗୁରୁବାର ଅଭିଯୁକ୍ତଙ୍କୁ ଗିରଫ କରାଯିବା ପରେ ଡାକ୍ତରୀ ପରୀକ୍ଷା ଶେଷ କରି କୋର୍ଟ ଚାଲାଣ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ମେରଦା ଗ୍ରାମର ପଙ୍କଜ ଡାଗରା (୨୬) ଜଣେ ୧୫ ବର୍ଷୀୟା ନାବାଳିକାଙ୍କ ସହ ପରିଚିତ ହେବା ପରେ ତାଙ୍କ ସହ ବନ୍ଧୁତା ସ୍ଥାପନ କରିଥିଲେ। ଏହି ଘଟଣା ପରେ ନାବାଳିକା ଜଣକ ଗର୍ଭବତୀ ହୋଇଥିବା ସନ୍ଦେହ କରି ପରିବାର ଲୋକେ ତାଙ୍କୁ ପଚରାଉଚରା କରିଥିଲେ। ଏହାପରେ ନାବାଳିକା ଜଣକ ଘଟଣା ସମ୍ପର୍କରେ ନିଜ ମା’ଙ୍କୁ ଜଣାଇଥିଲେ। Pregnant: ୩ ବର୍ଷରେ ୪୨୪୧ ନାବାଳିକା ଗର୍ଭବତୀ…

How sure are we

✓ Verified · 2 outlets

Two or more outlets reported this story and its reliability score reached 65%, so WorldPulse marks it verified. That means more than one outlet says so, not that it is proven true.

How we count · Check a link someone shared

Who reported it

The story so far · 2 reports · ✓ Verified Nov 26, 6:21 PM UTC
  1. Nov 26, 6:05 PM UTCFirst report· you’re reading this
    Rape: ପ୍ରେମ ଜାଲରେ ଫସାଇ ନାବାଳିକାଙ୍କୁ ଗର୍ଭବତୀ ଅଭିଯୋଗ, ଅଭିଯୁକ୍ତ ଗିରଫsambad.in ↗
  2. Nov 26, 6:21 PM UTC+16 min
    ପ୍ରେମ ଜାଲରେ ଫସାଇ ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗ: ବୈଶିଙ୍ଗାରେ ୨୬ ବର୍ଷୀୟ ଯୁବକ ଗିରଫ, କୋର୍ଟ ଚାଲାଣdharitri.com ↗
  3. Verified: a second independent outlet reported itNov 26, 6:21 PM UTC · +16 min
Verification Log

No verification data yet

Checks run automatically as new sources are ingested.

Discussion (0)

Sign in to join the discussion

No discussion yet — be the first to add context.

Reliability
78%

High · How we score this

Risk Score
low risk