Skip to main content
medium geopoliticsVERIFIED

Accident: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ଆଖି ବୁଜିଲେ ଉଭୟ ଆରୋହୀ

Verified: 2 outlets have reported this story since Nov 23.

🕐 23h ago·2 outlets

ବୈଶିଙ୍ଗା/ବାରିପଦା: ମୟୂରଭଞ୍ଜ ଜିଲ୍ଲା ଯଶିପୁର ଥାନା ଅଞ୍ଚଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏଥିରେ ୨ ବାଇକ୍ ଆରୋହୀ ପ୍ରାଣ ହରାଇଛନ୍ତି। ଏଭଳି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ୨୨୦ ନମ୍ବର ଜାତୀୟ ରାଜପଥ ପାଣ୍ଠ ଛକ ନିକଟରେ। ମୃତକ କେନ୍ଦୁଝର ଜିଲ୍ଲା ଅଞ୍ଚଳର ସୂଚନା ଅନୁଯାୟୀ, ୨ ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣା ସ୍ଥଳରେ ହିଁ ଉଭୟ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ଘଟଣା ସ୍ଥଳରେ ଯଶିପୁର ପୁଲିସ ପହଞ୍ଚି ମୃତଦେହକୁ ଜବତ କରିବା ସହ ଅଧିକ ତଦନ୍ତ ଜାରି ରଖିଛି। ମୃତ ୨ ବାଇକ୍ ଆରୋହୀ କେନ୍ଦୁଝର ଜିଲ୍ଲା ଅଞ୍ଚଳର ବୋଲି ପୁଲିସ ସୂଚନା ଦେଇଛି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। Girl Student Death: ସେବାଶ୍ରମରେ ଅଭାବନୀୟ ଘଟଣା: ଚାଲିଗଲା ସପ୍ତମ ଶ୍ରେଣୀର ଛାତ୍ରୀଙ୍କ ଜୀବନ, କାରଣ…

How sure are we

✓ Verified · 2 outlets

Two or more outlets reported this story and its reliability score reached 65%, so WorldPulse marks it verified. That means more than one outlet says so, not that it is proven true.

How we count · Check a link someone shared

Who reported it

The story so far · 2 reports · ✓ Verified Nov 23, 12:02 PM UTC
  1. Nov 23, 5:57 AM UTCFirst report· you’re reading this
    Accident: ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ଆଖି ବୁଜିଲେ ଉଭୟ ଆରୋହୀsambad.in ↗
  2. Nov 23, 12:02 PM UTC+6 h
    ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଜୀବନ, ୨ ଗୁରୁତରdharitri.com ↗
  3. Verified: a second independent outlet reported itNov 23, 12:02 PM UTC · +6 h
Verification Log

No verification data yet

Checks run automatically as new sources are ingested.

Discussion (0)

Sign in to join the discussion

No discussion yet — be the first to add context.

Reliability
76%

High · How we score this

Risk Score
medium risk